ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ କଟକ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ତ୍ରିପାଠୀଙ୍କ ଶ୍ୱଶୁର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଭିଜିଲାନ୍ସ ରେଡ କରିଥିଲା। ଏହି ସମ୍ପର୍କରେ ଜୁନାଗଡ଼ ହସ୍ପିଟାଲରେ କାର୍ଯ୍ୟରତ ଜ୍ୱାଇଁ ଡାକ୍ତର ତ୍ରିପାଠୀଙ୍କ ଭଡା ଘରେ ରେଡ ହୋଇଥିବା ସୂଚନା ମିଳିଛି। ତେବେ ଡାକ୍ତରଙ୍କୁ ଘରୁ ନଗଦ ୨୦ ଲକ୍ଷ ଟଙ୍କାରୁ ଉଦ୍ଧର୍‌ବ ଟଙ୍କା ଜବତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ବି ଡାକ୍ତରଙ୍କ ଘର ଭିତରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ ବିଭାଗ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri