ନୂଆ ଭାରତୀୟ ନ୍ୟାୟ ସଂହିତାରେ Zero FIR

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଗାୟଗଣ୍ଡା ଗ୍ରାମ ବିକାଶ ବିଦ୍ୟା ବିହାର ପରିସରରେ various provisions of BNSS and J.J. (CPC) Act” ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଜଜ ଦେବଦତ୍ତ ପଟ୍ଟନାୟକ ଯୋଗ ଦେଇ ସମାଜରେ ଜଣେ ବ୍ୟକ୍ତିଙ୍କ ଆଇନଗତ ଅଧିକାର ବାବଦରେ କହିବା ସହ J.J. (CPC) Act ବିଷୟରେ ବର୍ଣ୍ଣନା କରିଥିଲେ। ସେହିପରି ସଦସ୍ୟ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ F.I.R ବିଷୟରେ ସମ୍ପୂର୍ଣ୍ଣ ବର୍ଣ୍ଣନା କରିଥିଲେ । ଏସ୍‌ଡିପିଓ
ସୁଜିତ୍‌ କୁମାର ନାୟକ ନୂଆ ଭାରତୀୟ ନ୍ୟାୟ ସଂହିତାରେ ବର୍ଣ୍ଣିତ zero F.I.R ବିଷୟବସ୍ତୁ ବାବଦରେ କହିଥିଲେ। ଭଞ୍ଜନଗର
SDJM ସୌମ୍ୟରଞ୍ଜନ ପୃଷ୍ଟି ବେଲ୍‌, ସମନ, ଓ୍ବାରେଣ୍ଟ ବିଷୟରେ ବର୍ଣ୍ଣନା କରିବା ସହ ଦଣ୍ଡ ବିଧାନ ବାବଦରେ କହିଥିଲେ। ଏହା ସହ ଜେଏମ୍‌ଏଫ୍‌ସି
ଭିୟେନା ନାୟକ rights of legal representation ଏବଂ ଅପିଲ ବିଷୟ ବାବଦରେ ବର୍ଣ୍ଣନା କରିଥିଲେ। ତାରସିଂ ଥାନା ଆଇଆଇସି ରେବତୀ ଶବର BNS ଏବଂ BNSS ବିଷୟରେ ସମ୍ୟକ୍‌ ବିବରଣୀ ପ୍ରଦାନ କରିଥିଲେ। ତାଲୁକ ଆଇନ ସେବା କମିଟି ସଦସ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ ସଭା ସଂଯୋଜନା କରିଥିଲେ।
ବିଦ୍ୟାଳୟ ପ୍ରଧାନଶିକ୍ଷକ ଆଦର୍ଶ ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ। କୋର୍ଟ କର୍ମଚାରୀ ଆଦିତ୍ୟ ନାରାୟଣ ରଥ କାର୍ଯ୍ୟକ୍ରମକୁ ସୂଚାରୁରୂପେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri