ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ସୋହେଲା ବ୍ଲକ ଅନ୍ତର୍ଗତ କେନ୍ଦମଣ୍ଡି ଓ ଗର୍ଭଣା ଗ୍ରାମାଞ୍ଚଳର ଅଙ୍ଗନୱାଡି କେନ୍ଦ୍ର, ଗର୍ଭଣା ସେବାଶ୍ରମ, ଚିଚିଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କିଚେନ ଗାର୍ଡେନ ଏବଂ ଚିଚିଣ୍ଡା ସ୍ଥିତ ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ଅପ୍ରତ୍ୟାଶିତ ଭାବରେ ପରିଦର୍ଶନ କରିଥିଲେ। ପିଲାମାନଙ୍କୁ ବଣ୍ଟନ କରାଯାଉଥିବା ମଧ୍ୟାହ୍ନ ଭୋଜନ ଏବଂ ଛତୁଆର ଗୁଣାତ୍ମକ ମାନ ଯାଞ୍ଚ କରିବା ସହ ସଚ୍ଛତା ଉପରେ ଗୁରୁତ୍ୱ ଦେଇଥିଲେ। ଏହା ସହିତ ବିଦ୍ୟାଳୟ ପରିସରରେ ପିଲାମାନଙ୍କ ଗୁଣାତ୍ମକ ଦକ୍ଷତା ବିକାଶ ନିମନ୍ତେ ପନିପରିବା ଚାଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସଦସ୍ୟଙ୍କ ଗସ୍ତ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେସ୍ରା, ଭାରପ୍ରାପ୍ତ ସିଡିପିଓ ଏବଂ ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ସାମେତ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, କାର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri