ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ ଅଧିକ ସେନା ପଠାଇଥିବା ଏହାର ଜଣେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements – REE) ବା ଦୁର୍ଲଭ ଖଣିଜ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି ରାଶି ପରିବର୍ତ୍ତନ ସମସ୍ତ ୧୨ଟି ରାଶି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ସେ ଦୀର୍ଘ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ ଷ୍ଟେସନରେ ଏକ ଏଫଆଇଆର ରୁଜୁ ହୋଇଛି।…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ବୁବୁନ ସାହୁ ଟପ୍ପର ହୋଇଛନ୍ତି। ସେହିପରି ଶୋଭନା ମହାନ୍ତି ଦ୍ବିତୀୟ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ଟାଙ୍କୁଳପଦର ଛକ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE) ଘୋଷଣା କରିଛନ୍ତି । ବରଗଡ ଉପଖଣ୍ଡ ପାଇଁ ଆଇନଜୀବୀ ଲିପସିତ୍ ମିଶ୍ର ଏବଂ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ ରାତିରୁ ସହରରେ ୧୪ ଦିନ ପାଇଁ କିଛି ନିୟମ ଲାଗୁ କରାଯାଇଛି। ଏହି…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ନୂତନ ଯୋଜନା ଅଧୀନରେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ ଏଡାଇ ଦେଉଛନ୍ତି। ଏବେ ଟ୍ରମ୍ପ ଏମିତି ଏକ ସର୍ତ୍ତ ଉପସ୍ଥାପନ କରିଛନ୍ତି, ଯାହା…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା ଜାତୀୟ ପରୀକ୍ଷଣ ସଂସ୍ଥା (ଏନ୍‌ଟିଏ)କୁ ଭର୍ତ୍ସନା କରିଛନ୍ତି। ଏଥିସହିତ ୨୦୨୪ ଏନ୍‌ଇଇଟି ପ୍ରଶ୍ନପତ୍ର…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର ଗ୍ରାହକମାନଙ୍କୁ ଗ୍ୟାସ ବଣ୍ଟନ କମ୍ପାନୀଗୁଡ଼ିକଠାରୁ ଆଉ ଏକ ବଡ଼ ଝଟକା ଲାଗିଛି ।…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି । ହେଲେ ବି ସୁଧୁରୁନାହାନ୍ତି ଅପରାଧୀ । ସୋମବାର ରାତ୍ର ପ୍ରାୟ  ୧୨ ଟା’ରେ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri