ଗରିବଙ୍କ E-KYC ଭୁଲ୍‌ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ କଟିଯାଇଛି, ଆଉ ଥରେ ଆବେଦନ କରନ୍ତୁ, ସର୍ଭେ କରିକି ଦେବୁ ବୋଲି ମନ୍ତ୍ରୀ କହିଛନ୍ତି।

ପ୍ରାୟ ୧ ଲକ୍ଷ ଲୋକଙ୍କ ରାଶନକାର୍ଡ କଟିଛି। ଇନ୍‌କମ୍‌ ଟ୍ୟାକ୍ସ ଦେଉଥିବା, ଭଲ ଚାକିରି କରୁଥିବା ଲୋକଙ୍କର କଟିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri