ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।
ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ଅକ୍ଷୟ ତୃତୀୟା, ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା ଆଦି ଥିବାରୁ ବିଭିନ୍ନ ନୀତି ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ ବନ୍ଦ ରହିବ। ଏବେ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାତ୍ର ପୂର୍ଣ୍ଣାଙ୍ଗ ମରାମତି ଶେଷ ହେବା ଲାଗି କିଛି ଦିନ ଅଧିକ ସମୟ ଲାଗିବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri