ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଉକ୍ତ ଭ୍ୟାନରେ ପ୍ରାୟ ୪୦ ଗୋରୁ ଥିଲାବେଳେ ୩ଟି ଗୋରୁ ମରିଥିବା ଜଣାପଡିଛି । ଡ୍ରାଇଭର୍‌କୁ ଗୁରୁତର ଅବସ୍ଥାରେ ଭଦ୍ରକ ପଠା ଯାଇଛି । ଘଟଣା ସ୍ଥଳରେ ଧାମନଗର ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଧୂଷୁରୀ ପୋଲିସ ମଧ୍ୟ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri