ଗୋଟିଏ ନମ୍ବର ପ୍ଲେଟରେ ୨ ବସ୍‌ ଜବତ କଲା ପରିବହନ ଓ ପୋଲିସ ବିଭାଗ

ଭବାନୀପାଟଣା,୨୮ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସମାନ ନମ୍ବର ପ୍ଲେଟ ଥାଇ ୨ଟି ଘରୋଇ ବସ୍‌ ଚାଲୁଥିବାବେଳେ ପରିବହନ ଓ ପୋଲିସ ବିଭାଗ ହାତରେ ଧରାପଡିଛି। ଏହାକୁ ନେଇ ଜିଲାରେ ଏବେ ଚର୍ଚ୍ଚା ଚାଲିଛି। ମାଣିକେଶ୍ୱରୀ ଟ୍ରାଭେଲ୍ସର ଏହି ୨ଟି ଏକ୍ସପ୍ରେସ ବସ୍‌ କଳାହାଣ୍ଡିରୁ କଟକ, ଭୁବନେଶ୍ୱରକୁ ଯାଉଥିଲା। ଏହି ୨ଟି ବସ୍‌ର ନମ୍ବର ଓଡି୦୮ଜି- ୩୧୮୮ ରହିଛି। ୨ ବସ୍‌ର ନମ୍ବର ଗୋଟିଏ ଜଣାପଡିବା ପରେ ପରିବହନ ବିଭାଗ ପକ୍ଷରୁ ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ ଟାଉନ ଥାନା ଅଧିକାରୀ ଯଶୋବନ୍ତ ହିଆଲଙ୍କୁ ପଚାରିବାରୁ ୨ ବସ୍‌କୁ ଜବତ କରାଯାଇ ଘଟଣାର ଅଧିକ ଯାଞ୍ଚ ଚାଲିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri