ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା, ଅପମୃତ୍ୟୁ ମାମଲା ରୁଜୁ କଲା ତିହିଡ଼ି ପୋଲିସ

ତିହିଡି,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମର ଜଣେ ଯୁବକ ଗୁରୁବାର ସକାଳେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ବେହେରା(୨୫)। ମାନସିକ ବିକୃତି ଯୋଗୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାରଲୋକେ କହିଛନ୍ତି। ଏ ନେଇ ତିହିଡ଼ି ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪୦/୧୯)ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲକଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri