କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି। ଅନ୍ୟପକ୍ଷେ ତାତିରୁ ଲୋକଙ୍କୁ ଆଶ୍ବସ୍ତି ମିଳିଛି।

ମଙ୍ଗଳବାର ମଧ୍ୟ କାଳବୈଶାଖୀକୁ ନେଇ ସତର୍କ ସୂଚନା ଜାରି ରହିଛି। ନୂଆପଡ଼ା, ରାୟଗଡ଼ା, ବାଲେଶ୍ୱର, ପାରଳାଖେମୁଣ୍ଡି ଓ ଅନୁଗୋଳରେ ବର୍ଷା ପବନ ହେବା ନେଇ ପୂର୍ବାନୁମାନ କରାଯାଇଛି।

ବିଶେଷ କରି ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ବରଗଡ଼, କୋରାପୁଟ, ରାୟଗଡ଼ା, କଟକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଆଦି ଜିଲାରେ ସୋମବାର ଝଡ଼ବର୍ଷା ହୋଇଥିଲା। ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବିଜୁଳି, ଘଡ଼ଘଡ଼ି ସହ ଝଟ୍‌କା ପବନ ଲୋକଙ୍କୁ ଭୟଭୀତ କରିଥିଲା। ୬୦ରୁ ୭୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷିଥିଲା। କେତେକ ସ୍ଥାନରେ କୁଆପଥର ବର୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri