ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସରରେ ଭାବପ୍ରବଣ ହେଲେ ପିଲା

ପାଟଣା,୩୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନା ଖମଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀଶଙ୍କର ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ମହାନ୍ତ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, ସମ୍ମାନିତ ଅତିଥି ଭାବେ ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଏବିଓ ବିଜୟ ଓଝା, ଅବସରପ୍ରାପ୍ତ ଏବିଓ ଧରଣୀଧର ଦାସ, ପ୍ରାଥମିକ ଶିକ୍ଷକ ସଂଘ ସଂପାଦକ କମଳାକାନ୍ତ ପତି, ଶିକ୍ଷାବିତ୍‌ ପାର୍ଥ ସାରଥୀ ବେଜ, କ୍ଲଷ୍ଟର ସଂଯୋଜକ ଶୈଳେନ୍ଦ୍ର କୁମାର ମହାନ୍ତ , ସିଆରସିସି ଜଗନ୍ନାଥ ମହାନ୍ତ ପ୍ରମୁଖ ଯୋଗ ଦେଇ ଅବସରପ୍ରାପ୍ତ ଶିକ୍ଷକ ଭବାନୀଶଙ୍କର ମହାନ୍ତ ଜଣେ ଛାତ୍ର ବତ୍ସଳ ଓ କର୍ତ୍ତବ୍ୟନିଷ୍ଠ ଶିକ୍ଷକ ଥିଲେ ବୋଲି କହିଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ଯୁଧିଷ୍ଟିର ମହାନ୍ତ ସଂଯୋଜନା କରିଥିଲେ। ଶିକ୍ଷକଙ୍କ ଅବସରରେ ସମସ୍ତେ ଭାବପ୍ରବଣ ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ବସ୍‌ରେ ଦିବ୍ୟାଙ୍ଗ ନାବାଳିକାଙ୍କୁ କଣ୍ଡକ୍ଟରଙ୍କ ଦୁର୍ବ୍ୟବହାର, ବସ୍‌ ମାଲିକଙ୍କୁ ନୋଟିସ୍‌

କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଦିବ୍ୟାଙ୍ଗ ନାବାଳିକା ତାଙ୍କ ମା’ଙ୍କ ସହିତ ଚିକିତ୍ସା ପାଇଁ ଭୁବନେଶ୍ବରକୁ ଯାଉଥିବା ବେଳେ ସେମାନଙ୍କୁ ଏକ ବସ୍‌ର କଣ୍ଡକ୍ଟର ଦୁର୍ବ୍ୟବହାର...

ଝିଅର ମା’ ବାପା ରାଜି ନ ହେବାରୁ ଟାୱାର ଉପରକୁ ଚଢ଼ିଗଲେ ଯୁବକ, ଆଉ ତା’ପରେ…

କେନ୍ଦୁଝର,୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ଜୁଡିଆ ନିକଟରେ ଗୁରୁବାର ଏକ ହାଇ ପାୱାର ଟାୱାରରେ ଜଣେ ଯୁବକ ଚଢ଼ି ଯିବା ଘଟଣା...

ହେଲାନି ଅନାସ୍ଥା: ଧାରଣାରେ ରହି ପଞ୍ଚାୟତ ସମ୍ମୁଖରେ ଚିତା କାଟି ମାଣବସା ପାଳିଲେ ୱାର୍ଡ ସଭ୍ୟା

ଆନନ୍ଦପୁର,୪।୧୨( ସୁଶାନ୍ତ କୁମାର ସାହୁ ): ରାତିସାରା ପଞ୍ଚାୟତ ସମ୍ମୁଖରେ ଧାରଣାରେ ରହିଲେ। ସକାଳୁ ସକାଳୁ ଗୁରୁବାର ମାଣବସା ଓଷା ପାଳନ କଲେ। ଏଭଳି ଘଟଣା...

ବିଡିଓ ନ ପହଞ୍ଚିବାରୁ ହେଲାନି ଅନାସ୍ଥା ଭୋଟ, ରାତିସାରା ପଞ୍ଚାୟତ ସାମ୍ନାରେ ବସିଲେ ସଭ୍ୟାସଭ୍ୟ

ଆନନ୍ଦପୁର,୪।୧୨( ସୁଶାନ୍ତ କୁମାର ସାହୁ ): କଣ୍ଟିପାଳ ସରପଞ୍ଚ ପଦ୍ମିନୀ ନାଏକଙ୍କ ବିରୁଦ୍ଧରେ ୮ ଜଣ ସଭ୍ୟ ଅନାସ୍ଥା ଆଣିଥିବା ବେଳେ ଗତ କାଲି ଏହାର...

ସରପଞ୍ଚଙ୍କ ବିରୋଧରେ ହେଲାନାହିଁ ଅନାସ୍ଥା ଭୋଟିଂ, ନିର୍ଦ୍ଧାରିତ ସମୟ…

ଆନନ୍ଦପୁର,୩ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଉପଜିଲାପାଳଙ୍କ ଚିଠି ନମ୍ବର ୧୦୨୧୨...

ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଚୁଲିରୁ ନିଆଁଲାଗି ଗୁରୁତର ଥିଲେ ପାଚିକା, ଆଜି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

ଆନନ୍ଦପୁର,୩।୧୨ (ସୁଶାନ୍ତ କୁମାର ସାହୁ): ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଚୁଲିରୁ ନିଆଁଲାଗି ଗୁରୁତର ପାଚିକା ତପୋଇ ପ୍ରଧାନଙ୍କ ଚିକିତ୍ସାଧିନ ଅବସ୍ଥାରେ କଟକ ବଡ ମେଡିକାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri