ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ: ଜଗନ୍ନାଥଙ୍କ ମାନବୀୟ ଲୀଳା ଶ୍ରବଣ କଲେ ଶ୍ରଦ୍ଧାଳୁ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟୀ ସିଂହଦାର ସମ୍ମୁଖରେ ଗତ ୨ ଦିନ ଧରି ଚାଲିଥିବା ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଗୁରୁବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନଜୀବୀ ହରପ୍ରସାଦ ରଥ ମଞ୍ଚ ଉପସ୍ଥାପକ ଭାବେ ଯୋଗଦେଇ ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ। ପୁରୀର ପଣ୍ଡିତ ମାନସ ରଞ୍ଜନ ମହାରାଜ, କଟକ ଆଠଗଡ଼ର ମାନସ ମନ୍ଦାକିନି ପ୍ରେମଲତା ଦାଶ ଏବଂ ସୁଶ୍ରୀ ସୁଭଦ୍ରା ଶୁଭଦର୍ଶିନୀ ପ୍ରବକ୍ତା ଭାବେ ଯୋଗ ଦେଇ ଶ୍ରୀ ଜଗନ୍ନାଥଙ୍କ ଶ୍ରୀ ମନ୍ଦିର ନିର୍ମାଣ ପୃଷ୍ଠଭୂମିରେ ରହିଥିବା ପୌରାଣିକ କିମ୍ବଦନ୍ତୀ ସମେତ ଜଗନ୍ନାଥଙ୍କ ମାନବୀୟ ଲୀଳା ଗୁଡିକ ସମ୍ପର୍କରେ ଦିବ୍ୟ କଥାମୃତ ଶ୍ରବଣ କରାଇଥିଲେ। ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖାର ସମସ୍ତ କାର୍ଯ୍ୟଯକର୍ତ୍ତା ଓ ଅନ୍ୟ ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri