ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଗାଁ ଉତ୍ସବ ମୁଖର

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ନିମନ୍ତେ ଗୁରୁବାରଠାରୁ ମହାଯଜ୍ଞ ଶୁଭାରମ୍ଭ ହୋଇଛି। ରବିବାର ମହାଯଜ୍ଞର ପୂର୍ଣ୍ଣାହୁତି କରାଯିବ। ଏହି ଆଧ୍ୟାତ୍ମିକ କାର୍ଯ୍ୟ ପାଇଁ ସମଗ୍ର ଗାଁ ଉତ୍ସବ ମୁଖର ହୋଇଛି। ମନ୍ଦିର ପରିଚାଳନା କମିଟି ସଭାପତି ଏସ୍‌. ସୁଶାନ୍ତ ଦୋରା,ସମ୍ପାଦକ ଜୟଦେବ ରେଡ୍ଡୀ,କୋଷାଧ୍ୟକ୍ଷ ପ୍ରଦୀପ କୁମାର ଚୌଧୁରୀଙ୍କ ନେତୃତ୍ୱରେ କଳସ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିବା ପରେ ଯଜ୍ଞ ସ୍ଥଳରେ ପହଞ୍ଚିଥିଲା। ପଣ୍ଡିତ ଅଶୋକ କୁମାର ପାଢ଼ୀଙ୍କ ସମେତ ବହୁ ସଂଖ୍ୟକ ପୁରୋହିତ ଏବଂ କର୍ତ୍ତା ଭାବେ ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ତାଙ୍କ ସ୍ତ୍ରୀ ଜ୍ୟୋସ୍ନା ସାହୁ ମହାଯଜ୍ଞ ସ୍ଥଳରେ ଉପସ୍ଥିତ ରହି ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri