ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ: ଏହି ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫: ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆସନ୍ତା ୬ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ରବିବାର ମଧ୍ୟ ବିଭିନ୍ନ ଜିଲାକୁ କାଳବୈଶାଖୀ ଭୟ ରହିଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡା, ସୁନ୍ଦରଗଡ ଓ ଗଜପତି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏପରି କି ସୋମବାର ସକାଳ ସାଢେ ୮ଟା ଯାଏ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ।

ଏପରିକି ଶନିବାର ରାଜ୍ୟର ପ୍ରାୟ ୨୫ ଜିଲାରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ପଶ୍ଚିମ ଓଡ଼ିଶାରେ ଘଣ୍ଟାପ୍ରତି ୩୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇଥିଲା। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୬୦ କି.ମି. ଥିବାବେଳେ ଉପକୂଳବର୍ତ୍ତୀ ଓଡ଼ିଶାରେ ପବନର ବେଗ ୩୦ରୁ ୮୦ କି.ମି. ମଧ୍ୟରେ ରହିଥିଲା।

ଟ୍ବିନସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଥିଲା। ଭୁବନେଶ୍ୱରରେ ୭୪ କି.ମି. ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଆଣ୍ଠୁଏ ଉଚ୍ଚର ପାଣି ଚାଲିଥିଲା। ଅନେକ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିଲା। ଓଭରବ୍ରିଜ ତଳେ ଲୋକ ଆଶ୍ରୟ ନେଇଥିବାବେଳେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri