Posted inବରଗଡ଼

ପଦ୍ମପୁରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ ଦାବି: ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ପଦ୍ମପୁର,୫ା୫ (ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଏକ ଉପାନ୍ତ ଅଞ୍ଚଳ। ଏହାର ଛତିଶଗଡ଼ ସୀମାନ୍ତ ବର୍ତ୍ତୀ ବ୍ଲକ ଝାରବନ୍ଧ ଓ ପାଇକମାଳଠାରୁ ବରଗଡ଼ ଦୂରତା ପ୍ରାୟ ୧୨୦କିମି ପଡ଼ିଥାଏ। ପଦ୍ମପୁରର ଜନସାଧାରଣ ନିଜର ଗାଡି ମୋଟର, ଟ୍ରାକ୍ଟରର କାଗଜପତ୍ର ପାଇଁ ବରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଯାଇ ଖର୍ଚ୍ଚାନ୍ତ ତଥା ହଇରାଣ ହେଉଛନ୍ତି। ଏ ନେଇ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନେ ଗୁରୁବାର ପଦ୍ମପୁରଠାରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଶନିବାର ଏମ୍‌ପି ପୁରୋହିତ ଭୁବନେଶ୍ୱରଠାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଭେଟି ପଦ୍ମପୁରରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ କରିବା ପାଇଁ ଦାବିପତ୍ର ପ୍ରଦାନ କରିଥିଲେ। ଏମ୍‌ପିଙ୍କ ସହିତ ଭାଜପା ନେତା ଶ୍ରୀକାନ୍ତ ମିଶ୍ର, ସତ୍ୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri