ବିଜେଡିର ବରିଷ୍ଠଙ୍କୁ ମିଳିଲା ନୂଆ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ ବଣ୍ଟନ…

ଭୁବନେଶ୍ୱର,୫ା୫: ବିଜେଡିର ବରିଷ୍ଠ ନେତାଙ୍କୁ ସୋମବାର ବିଜେଡି ପକ୍ଷରୁ ନୂଆ ଦାୟିତ୍ୱ ବଣ୍ଟନ କରାଯାଇଛି। ବିଭିନ୍ନ ଶାଖା/ସେଲ୍‌ ପାଇଁ ଏହି ଦାୟିତ୍ୱଗୁଡ଼ିକ ବଣ୍ଟନ କରାଯାଇଛି। ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ ଥାଇ ଦଳ ଗୁରୁ ଦାୟିତ୍ୱ ପ୍ରଦାନ କରିଛି। ବିଜୁ କୃଷକ ସାମୁଖ୍ୟ ଦାୟିତ୍ୱରେ ପ୍ରସନ୍ନ ଆଚାର୍ଯ୍ୟ ଥିବାବେଳେ ବିଜେଡି ଆଞ୍ଚଳିକ ଉନ୍ନୟନ ସେଲ୍‌ ଦାୟିତ୍ୱରେ ଅନଙ୍ଗ ଉଦୟ ସିଂଦେଓ ରହିଛନ୍ତି।

Image

ସେହିପରି ବିଜେଡି କୋ-ଅପରେଟିଭ ସେଲ୍‌ ଦାୟିତ୍ୱରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରହିଛନ୍ତି। ବିଜେଡି ଶିକ୍ଷା ଓ ଶିକ୍ଷକ ସେଲ୍‌ ଦାୟିତ୍ବରେ ବଦ୍ରି ନାରାୟଣ ପାତ୍ର, ବିଜେଡି ମତ୍ସ୍ୟଜୀବୀ ସେଲ୍‌ ଦାୟିତ୍ବରେ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଆଦିବାସୀ ସେଲ୍‌- ମଙ୍ଗଳା କିଷାନ, ବରିଷ୍ଠ ନାଗରିକ ସେଲ୍‌- ଦେବାଶିଷ ସାମନ୍ତରାୟ -ଓବିସି ସେଲ୍‌- ଅରୁଣ ସାହୁ, ଏସ୍‌ସି ସେଲ୍‌- ମହେଶ ସାହୁ, ବିଜେଡି ଆଇଟି ସେଲ୍‌ ଏବଂ ସୋସିଆଲ ମିଡିଆ ସେଲ୍‌ ପାଇଁ ଅମର ପଟ୍ଟନାୟକ ରହିଛନ୍ତି।

ଆହୁରି ପଢ଼ନ୍ତୁ…

୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri