ରୁଷିଆରୁ ନବୀନଙ୍କୁ ଆସିଲା ନିମନ୍ତ୍ରଣ: ସୂଚନା ଦେଲେ ପାଣ୍ଡିଆନ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଭୁବନେଶ୍ୱର,୫ା୫: ରୁଷିଆର ‘ବିଜୟ ଦିବସ’ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ବାତିଲ ହୋଇଥିବା ବେଳେ ଏହି ଉତ୍ସବରେ ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପାରନ୍ତି। ସୋମବାର ଭି.କେ ପାଣ୍ଡିଆନ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି।

ଭାରତରେ ଥିବା ରୁଷିଆ ଦୂତାବାସ ପକ୍ଷରୁ ଏକ ଚିଠି କରାଯାଇ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ଏଥିରେ କୁହାଯାଇଛି ଯେ, ‘ବିଜୟ ଦିବସ’ର ୮୦ ତମ ବାର୍ଷିକୀ ଉପଲକ୍ଷେ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ଯୋଗଦେବା ପାଇଁ ଆପଣଙ୍କୁ ହୃଦୟପୂର୍ଣ୍ଣ ନିମନ୍ତ୍ରଣ ଜଣାଉଛି।

ଏହି ଗୌରବ, ଦୁଃଖ ଓ ଅବିଚଳିତ ସ୍ମୃତିର ଏକ ଗମ୍ଭୀର ମୁହୂର୍ତ୍ତରେ, ଆମେ ନାଜିବାଦ ବିରୁଦ୍ଧରେ ଆଣ୍ଟି-ହିଟଲର ମେଣ୍ଟରେ ଏକଜୁଟ ହୋଇ ଲଢ଼ିଥିବା ବ୍ୟକ୍ତିମାନଙ୍କୁ ସମ୍ମାନ ଜଣାଉଛୁ ଏବଂ ପୂର୍ବତନ ସୋଭିଏତ୍ ସଂଘ ଓ ତା’ର ମିତ୍ରମାନଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ମରଣ କରୁଛୁ, ଯେଉଁମାନେ ମାନବ ଇତିହାସର ସବୁଠାରୁ ନିଷ୍ଠୁର ସଂଘର୍ଷର ଭାର ବହନ କରିଥିଲେ। ଆମେ ଯେଉଁ ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛୁ। ସେମାନଙ୍କ ମଧ୍ୟରେ ଆପଣଙ୍କ ସ୍ୱର୍ଗତ ପିତା, ମାନ୍ୟବର ଶ୍ରୀ ବିଜୁ ପଟ୍ଟନାୟକ, ଜଣେ ମହାନ ବ୍ୟକ୍ତିତ୍ୱ ଓ ଭାରତୀୟ ଜାତୀୟ ଏୟାରୱେଜର ସାହସୀ ପାଇଲଟ। ଯିଏ ଷ୍ଟାଲିନଗ୍ରାଡ ଅପରେସନରେ ଅଂଶଗ୍ରହଣ କରି ଅବରୁଦ୍ଧ ରେଡ ଆର୍ମୀକୁ ଅସ୍ତ୍ରଶସ୍ତ୍ର ଯୋଗାଇ ଦେଇଥିଲେ। ୧୯୯୫ ମସିହାରେ, ରୁଷିଆ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ସାହସ ଓ ବୀରତ୍ୱ ପାଇଁ “୧୯୪୧-୧୯୪୫ ମହାନ ଦେଶପ୍ରେମୀ ଯୁଦ୍ଧରେ ବିଜୟର ୫୦ ତମ ବାର୍ଷିକୀ” ଜୁବିଲୀ ପଦକ ପ୍ରଦାନ କରିଥିଲା।

ଆଗାମୀ ସମ୍ବର୍ଦ୍ଧନା ସମାରୋହରେ ଆପଣଙ୍କୁ ସମ୍ମାନିତ ଅତିଥି ଭାବେ ପାଇବା ଆମ ପାଇଁ ଅତ୍ୟନ୍ତ ଗୌରବର ବିଷୟ ହେବ। ଏହି ଅବସରରେ ଡକ୍ଟର ଏସ. ଜୟଶଙ୍କର, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରୀ, ଏହି ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ହେବାକୁ ସହୃଦୟତାର ସହ ସମ୍ମତି ଦେଇଛନ୍ତି। ରୁଷୀୟ ଦୂତାବାସରେ ଆପଣଙ୍କୁ ସ୍ୱାଗତ କରିବାକୁ ଆମେ ଅପେକ୍ଷା କରିଛୁ।”


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri