ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ମୁତାବକ ଓଡ଼ିଶା ସରକାର ପକ୍ଷରୁ ସମଗ୍ର ଓଡ଼ିଶାବାସୀଙ୍କ ଜନଜୀବନ ସୁରକ୍ଷା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଉ କିଛି ସମୟ ପରେ ଗଞ୍ଜାମ ଜିଲାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ, ରଙ୍ଗେଇଲୁଣ୍ଡା ବ୍ଲକ ବକ୍ସି ପଲ୍ଲୀ Cyclone centre, ଗୋପାଳପୁର ବନ୍ଦର,IRE Ltd ( ଅର୍ଜିପଲ୍ଲୀ)ଠାରେ ବିପଦ ସଙ୍କେତ ଯୁଦ୍ଧ ସାଇରନ ବାଜିବା ସମୟରେ ଲୋକେ ନିଜ ଜୀବନକୁ କିଭଳି ସୁରକ୍ଷିତ ରଖିବେ ସେହି ସମ୍ପର୍କରେ ମଗ ଡ୍ରିଲ ମାଧ୍ୟମରେ ସଚେତନତା କରାଯିବ। ବିପର୍ଯ୍ୟୟ ସମୟର ପ୍ରଥମ ସାଇରନ ବାଜିବା ପରେ ଜନ ଜୀବନ କିଭଳି ସୁରକ୍ଷିତ ରଖିବା ଅପରିହାର୍ଯ୍ୟ ସେହି ଅନୁସାରେ ପ୍ରଶିକ୍ଷଣ ଦିଆଯିବ। ପୁଣି ଥରେ ୪ ଟା ୩୦ ମିନିଟ୍ ସମୟରେ ପୁନର୍ବାର ଶେଷ ଆଲର୍ଟ ନିମନ୍ତେ ଆଉ କିଛି ଗୋଟିଏ ସାଇରନ ବଜିବ। ଏହି କାର୍ଯ୍ୟକ୍ରମର ବହୁଳ ପ୍ରଚାର ପ୍ରସାର କରି ଜନ ସଚତନତା ସୃଷ୍ଟି କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ
ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...
ସ୍କୁଲ୍ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍ ଭଡ଼ା
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...
ମାତ୍ର ୫୬ ବଲରେ କମାଲ୍ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍ ପୂର୍ବରୁ…
ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...
୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!
୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...
ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ
ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...
ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...
ଓମ୍ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା
ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...
୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...
Archives


