ବାଜିଲା ଯୁଦ୍ଧ ସାଇରନ

ଭୁବନେଶ୍ୱର,୭ା୫: ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍‌ ଡ୍ରିଲ୍‌। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପରାମର୍ଶ ଦିଆଯାଇଛି। ଯୁଦ୍ଧ ହେଲେ ଜନସାଧାରଣ କିପରି ନିଜ ଧନଜୀବନକୁ ସୁରକ୍ଷିତ ରଖିବେ ସେ ନେଇ ଆଜିର ଏହି ମକ୍‌ଡ୍ରିଲ୍‌। ଏଥିରେ କେହି ଭୟଭୀତ ହେବାର ନାହିଁ ବୋଲି  ପରାମର୍ଶ ଦିଆଯାଇଛି। ପୁଣି ଥରେ ୪ ଟା ୩୦ ମିନିଟ୍‌ ସମୟରେ ପୁନର୍ବାର ଶେଷ ଆଲର୍ଟ ନିମନ୍ତେ ଆଉ କିଛି ଗୋଟିଏ ସାଇରନ ବଜିବ। ଏହି କାର୍ଯ୍ୟକ୍ରମର ବହୁଳ ପ୍ରଚାର ପ୍ରସାର କରି ଜନ ସଚତନତା ସୃଷ୍ଟି କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

ଯଦିଓ ଏହି ଅଭ୍ୟାସ ସତର୍କତାମୂଳକ ଏବଂ ଭାରତର ଦୀର୍ଘକାଳୀନ ଜାତୀୟ ପ୍ରସ୍ତୁତି ରଣନୀତିର ଏକ ଅଂଶ, ନାଗରିକମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ ଏବଂ ପ୍ରସ୍ତୁତି ନିଶ୍ଚିତ କରିବା ଆବଶ୍ୟକ ଯାହା ଦେଶର ସୁରକ୍ଷା ବଜାୟ ରଖିବାରେ ଏକତାବଦ୍ଧ ପ୍ରୟାସକୁ ବୃଦ୍ଧି କରିବ।

ଏହି ମକ୍‌ ଡ୍ରିଲ୍ ନାଗରିକ ଏବଂ ଅଧିକାରୀମାନଙ୍କୁ ପ୍ରକୃତ ସଙ୍କଟ ସମୟରେ ଦକ୍ଷତାର ସହ ପ୍ରତିକ୍ରିୟା କରିବାରେ ସାହାଯ୍ୟ କରିବ। ଏହା ନାଗରିକ-ସୈନ୍ୟ ସମନ୍ୱୟ ଗଢ଼ି ଭାରତର ସାମଗ୍ରିକ ପ୍ରତିରକ୍ଷା ପ୍ରସ୍ତୁତିକୁ ସମର୍ଥନ କରେ। ଭାରତର ଆଧୁନିକ ନିରୀକ୍ଷଣ ସିଷ୍ଟମ, ସ୍ତରୀୟ ପ୍ରତିରକ୍ଷା ସ୍ଥାପତ୍ୟ, ଏବଂ ନାଗରିକ ସଂଯୋଗ ବ୍ୟବସ୍ଥା ଏହାକୁ ଯେକୌଣସି ଆକସ୍ମିକ ପରିସ୍ଥିତି ପାଇଁ ପ୍ରସ୍ତୁତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri