ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି। ବୁଧବାର ରାତିରେ ଭଉଁରିଆବାଡ଼ ପଞ୍ଚାୟତର କାନ୍ଥସିମୁଳିଆ ଗ୍ରାମର କିଶାନ ହେମ୍ବ୍ରମ୍ଙ୍କ ସ୍ତ୍ରୀ ଦେବୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ପରିବାର ଲୋକ ୧୦୮ ଆମ୍ବୁଲାନ୍ସ ଯୋଗେ ନୀଳଗିରି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଗୁରୁବାର ପୂର୍ବାହ୍ନରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳରେ କେବଳ କିଛି ବ୍ଲିଚିଂ ପକାଇ ନିଜର କାମ ସାରି ଦିଆଯାଉଛି। ଅସ୍ବାସ୍ଥ୍ୟକର ପରିବେଶ, ପୋଖରୀର ଦୂଷିତ ପାଣି ବ୍ୟବହାର ଝାଡାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ବୋଲି କୁହାଯାଉଛି। ଏହି ଅଞ୍ଚଳରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରାଯିବା ସହ ଏହାକୁ ରୋକିବାକୁ ଦାବି ହୋଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...
୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...
ଜାଲ୍ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ କରିଛି। ଜାଲ୍...
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...
Archives


