ବ୍ୟାୟାମ କରିବା ପୂର୍ବରୁ ଏସବୁ ଦିଗ ପ୍ରତି ରଖନ୍ତୁ ଧ୍ୟାନ: ନଚେତ୍‌….

ବ୍ୟାୟାମ କରିବା ପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ କରିବା ପୂର୍ବରୁ ଯଦି ହାଲିଆ ଲାଗୁଛି ତେବେ ବିଳମ୍ବ ନ କରି କିଛି ସମୟ ବିଶ୍ରାମ କରନ୍ତୁ। ଏ ବିଷୟରେ ବ୍ୟାୟାମ ଏକ୍ସପର୍ଟଙ୍କ ସହ ବିଶଦଭାବରେ ଆଲୋଚନା କରନ୍ତୁ। ଡାକ୍ତରଙ୍କ ନିକଟରେ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ମଧ୍ୟ ଭୁଲନ୍ତୁ ନାହିଁ। କେଉଁ ପ୍ରକାର ବ୍ୟାୟାମ କଲେ ତାହାର ସୁପ୍ରଭାବ ଶରୀର ଉପରେ ପଡିବ ତାହା ବି ଭଲ ଭାବରେ ଜାଣି ନିଅନ୍ତୁ। ସକାଳ କିମ୍ବା ସନ୍ଧ୍ୟାର କେଉଁ ସମୟରେ ବ୍ୟାୟାମ କରିବେ ତାହାର ସମୟ ନିର୍ଦ୍ଧାରଣ କରନ୍ତୁ। ଆଉ ସେହି ଅନୁସାରେ ପ୍ରତିଦିନ ସେହି ସମୟରେ ହିଁ ବ୍ୟାୟାମ ଆରମ୍ଭ କରିବା ଭଲ। ସବୁବେଳେ ନିଜ ସାମର୍ଥ୍ୟ ଅନୁସାରେ ବ୍ୟାୟାମ କରନ୍ତୁ। ଏହି ସମୟରେ ଶୋଷ ଲାଗିଲେ ଅଳ୍ପ ପାଣି ପିଅନ୍ତୁ। ସବୁଠାରୁ ଖାସ୍‌ କଥା ହେଲା, ବ୍ୟାୟାମ କରିବା ପୂର୍ବରୁ ନିଜର ନିତ୍ୟକର୍ମ ଶେଷ କରିବାକୁ ଭୁଲନ୍ତୁ ନାହିଁ। ଏହାଦ୍ବାରା ବ୍ୟାୟାମ କରିବାକୁ ଆରାମ ଲାଗିଥାଏ। ଆଉ ଯଦି ଅସୁସ୍ଥ ଅନୁଭବ କରୁଛନ୍ତି ତେବେ ବ୍ୟାୟାମରୁ ବିରତ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri