ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ ସେମାନଙ୍କୁ ନିୟମିତ କରିବା ପ୍ରସ୍ତାବ ନେଇ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି। ତଥାପି, ମ୍ୟାଚ ପୂର୍ବରୁ ଏକ ଅପଡେଟ…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି ଦେଶର ରାଷ୍ଟ୍ରମୁଖ୍ୟମାନଙ୍କୁ ଉପହାର ପ୍ରଦାନ କରିଥିଲେ।…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ ଚମତ୍କାର ଉପହାର ପ୍ରଦାନ କରିଛନ୍ତି। ରାଜ୍ୟ…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର ତଥା ହିଣ୍ଡଳପଲ୍ଲୀଗ୍ରାମର ଟୁନା ବାଡ଼ତ୍ୟା ଓ…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର ସେ ତାଙ୍କ…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର  ୪୬ ଡିଗ୍ରୀ ସହ ଝାରସୁଗୁଡା…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା ହୋଇଥିଲା । ୱାଶିଂଟନ୍ ପୁନଃ ସାମରିକ ଆକ୍ରମଣ କରିବା ପରିବର୍ତ୍ତେ ଏକ ଆଲୋଚନାମୂଳକ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଏବଂ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଇଛନ୍ତି। ଏହି ସମୟରେ ବଢ଼ୁଥିବା ଉତ୍ତେଜନା…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ, ତେବେ ପୁଣି ଥରେ ଚିନ୍ତା କରନ୍ତୁ! ଶକ୍ତି ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ…

ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି: ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ ଏବଂ ଇଟାଲୀର ସଫଳ କୂଟନୈତିକ ଗସ୍ତ ପରେ ନୂଆଦିଲ୍ଲୀ ଫେରିଛନ୍ତି।…

ଆମେରିକାକୁ ବଡ଼ ଝଟ୍‌କା: ଇରାନ ସହ ଯୁଦ୍ଧରେ ହରାଇଲା…

ଓ୍ବାଶିଂଟନ୍‌,୨୧।୫:ଇରାନ ବିରୋଧରେ ଫେବୃଆରୀ ୨୮ରେ ଆମେରିକା ଆରମ୍ଭ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନ ଏପିକ୍‌ ଫ୍ୟୁରିରେ ଓ୍ବାଶିଂଟନ ଲଢ଼ୁଆ ଜେଟ୍‌ ଓ ଡ୍ରୋନ୍‌ ସମେତ ୪୨ଟି ବିମାନ ହରାଇଥିବା ଏହାର ଏକ ସରକାରୀ ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକା କଂଗ୍ରେସର ରିସର୍ଚ୍ଚ ସର୍ଭିସ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି ଅଦିନିଆ ରଥଯାତ୍ରା ବନ୍ଦ କରିବାରେ ସଫଳ ହୋଇଛି। ପଞ୍ଜାବ ଫିରୋଜ୍‌ପୁରଠାରେ ଆସନ୍ତା ୨୩ରେ…

ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ ସଚିବାଳୟ ‘ନବାନ୍ନ’ଠାରେ ଏକ ପ୍ରେସ କନଫରେନ୍ସ କରି ଏହି ବଡ଼ ଘୋଷଣା କରିଛନ୍ତି।…

ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ପରିବାରକୁ ବଡ଼ ଝଟ୍‌କା: କୋର୍ଟଙ୍କ ନିର୍ଦ୍ଦେଶ ଯୋଗୁ ହେବ ନାହିଁ…

ଭୋପାଳ,୨୦।୫: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ମଡେଲ୍‌ ତଥା ଅଭିନେତ୍ରୀ ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପୀଡ଼ିତ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ମୃତଦେହର ଦ୍ୱିତୀୟ ଥର ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରାଯିବା ପାଇଁ ପରିବାର ପକ୍ଷରୁ କରାଯାଇଥିବା ଆବେଦନକୁ ଜିଲା…

ଏହି ଜିଲା ବିଶ୍ବରେ ସବୁଠୁ ଉତ୍ତପ୍ତ, ତାପମାତ୍ରା ୪୭.୬ ଡିଗ୍ରୀ ରେକର୍ଡ

ଲକ୍ଷ୍ନୌ,୨୦ା୫: ଉତ୍ତର ପ୍ରଦେଶର ବୁନ୍ଦେଲଖଣ୍ଡ ଅଞ୍ଚଳର ବାନ୍ଦା ଜିଲା ଚଳିତ ବର୍ଷ ଗ୍ରୀଷ୍ମ ରେକର୍ଡକୁ ଲଗାତାର ଭାଙ୍ଗିବାରେ ଲାଗିଛି । ଗତ ମାସରେ ଦ୍ୱିତୀୟ ଥର ବାନ୍ଦା କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ସବୁଠାରୁ ଉତ୍ତପ୍ତ ଏବଂ ଏସିଆରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri