ବିଦ୍ୟୁତ୍‌ ନେଲା ନାବାଳକଙ୍କ ଜୀବନ

ସୋର,୧୬।୫: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଜିରିତାଳ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟୁତ୍‌ ଆଘାତରେ ଜଣେ ୧୨ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ନାବାଳକ ଜଣକ ଘରେ ପାଣି ଦେଉଥିଲେ। ସେତିକି ବେଳେ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ।

ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ମୃତଦେହ ଜବତ କରିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣା ତଦନ୍ତ ଆରମ୍ଭ କରିଛି। ହେଲେ ପୁଅକୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri