ଚୋରା ଚାଲାଣ କରୁଥିଲେ ଗୋରୁ, ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ସାମ୍ନାକୁ ଆସିଲା…

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରିଡିହା ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ ୬ ଗୋରୁଙ୍କୁ ପାଟଣା ପୋଲିସ ଉଦ୍ଧାର କରିଛି।

ସୂଚନାନୁଯାୟୀ, ଗୁରୁବାର ରାତିରେ ଓ ଆର ୦୫ ଏ ଏଚ ୮୧୨୪ ନମ୍ବର ବିଶିଷ୍ଟ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ରାସ୍ତା କଡ଼ ଡ୍ରେନ୍‌ ଭିତରକୁ ପଶି ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖବର ପାଇ ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରେ ଗୋରୁ ଥିବା ଦେଖିବାକୁ ପାଇବା ପରେ ଗୋରୁଙ୍କୁ ଉଦ୍ଧାର କରିଛି। ଗାଡ଼ିଟି ଦୁର୍ଘଟଣା ହେବା ପରେ ଗୋରୁ ଚାଲାଣ ଘଟଣା ସାମ୍ନାକୁ ଆସିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ସହ ଗୋଚାଲାଣକାରୀ ଫେରାର ହୋଇଯାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଗୋରୁଙ୍କୁ ଉଦ୍ଧାର କରି ପାଟଣା ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri