ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ କାଳେବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ।

ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri