ପ୍ରତି ମାସରେ ସରପଞ୍ଚଙ୍କୁ ଭେଟୁଛନ୍ତି ବିଡିଓ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ):  ଜିଲାପାଳଙ୍କ ପରାମର୍ଶ କ୍ରମେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ ପ୍ରତ୍ୟେକ ଶନିବାର ବ୍ଲକ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଶୀଲ ପଣ୍ଡା, ନିର୍ବାହୀ ଯନ୍ତ୍ରୀ ଦିଗାମ୍ବର ନାୟକଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କୁ ନେଇ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଏଥିସହ ପ୍ରତ୍ୟେକ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ କିଭଳି ତ୍ୱରାନ୍ବିତ ହୋଇପାରିବ ସେନେଇ ବିଡ଼ିଓ ବିଭିନ୍ନ ଲୋକ ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି। ପ୍ରତି ମାସରେ ବିଭିନ୍ନ ପଞ୍ଚାୟତ ସରପଞ୍ଚଙ୍କୁ ଭେଟି କ’ଣ ରହିଛି ସମସ୍ୟା ପଚାରି ବୁଝୁଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ବିଡ଼ିଓ ଯାନୀ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗସ୍ତ କରି ସରପଞ୍ଚ ମମତା ବେହେରାଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ପଞ୍ଚାୟତରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ଏବଂ ଆୟୁଷ୍ମାନ କାର୍ଡ ଯୋଜନା, ଯୋଗ୍ୟ ହିତାଧିକାରୀଙ୍କୁ ରେସନ କାର୍ଡ ଆଦି ଉପରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଆଲୋଚନା ବେଳେ ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରା, ପିଇଓ କେ.ପୋଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri