ଟ୍ରମ୍ପ୍‌-ପୁଟିନ୍‌ଙ୍କ ସହ ୨ ଘଣ୍ଟା ଆଲୋଚନା: ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ

ଓ୍ବାଶିଂଟନ,୨୦ା୫: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧବିରତି ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ଙ୍କ ସହ ୨ ଘଣ୍ଟା ଆଲୋଚନା କରିଛନ୍ତି। ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ବୋଲି ପୁଟିନ୍‌ କହିଥିବା ଜଣାପଡ଼ିଛି।

ରୁଷିଆ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ। ବୁଝାମଣା ଉଭୟ ପକ୍ଷକୁ ସୁହାଇଲା ଭଳି ହେବା ଆବଶ୍ୟକ ବୋଲି ପୁଟିନ୍‌ କହିଛନ୍ତି। ଟ୍ରମ୍ପ୍‌ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସପ୍ତାହ ଶେଷ ସୁଦ୍ଧା ଯୁଦ୍ଧବିରତି ନେଇ ଆଶାବ୍ୟକ୍ତ କରିଛନ୍ତି। ଏନେଇ ସେ ନାଟୋ ନେତାମାନଙ୍କ ସହ ଆଲୋଚନା କରିବାକୁ ଉଦ୍ୟମ କରିବେ। ତେବେ ବୁଝାମଣାକୁ ପୁଟିନ୍‌ ଗମ୍ଭୀର ଭାବେ ନେଉ ନ ଥିବା ଯଦି ଟ୍ରମ୍ପ୍‌ ଅନୁଭବ କରନ୍ତି, ତେବେ ସେ ନିଜ ଉଦ୍ୟମରୁ ଓହରିଯିବେ ବୋଲି ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri