Posted inଜାତୀୟ

ବଡ଼ଧରଣର ଚୁକ୍ତିନାମା ବାତିଲ, ଭାରତ-ବାଂଲାଦେଶ ସମ୍ପର୍କରେ…

ନୂଆଦିଲ୍ଲୀ/ଢାକା,୨୩ା୫: ବିଗୁଡୁଛି ଭାରତ-ବାଂଲାଦେଶ କୂଟନୈତିକ ସମ୍ପର୍କ। ଯେଉଁଥିପାଇଁ ଏକ ବଡ଼ ଧରଣର ଚୁକ୍ତିନାମା ବାତିଲ କରିଦେଇଛି ବାଂଲାଦେଶ। ୧୭୯ କୋଟି ଟଙ୍କାର ଜାହାଜ ଚୁକ୍ତିନାମା ବାତିଲ ହୋଇଛି। କୋଲକାତାର GRSE କମ୍ପାନୀ ସହ ଏହି ଚୁକ୍ତି ହେବାକୁ ଥିବାବେଳେ ଏବେ ଏହାକୁ ବାତିଲ କରିଛି ବାଂଲାଦେଶ।

ଅନ୍ୟପକ୍ଷରେ ବାଂଲାଦେଶରେ ରାଜନୈତିକ ସଙ୍କଟ ଘନିଭୂତ ହେବାରେ ଲାଗିଛି। ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱାଧୀନ ସରକାର ଯେକୌଣସି ସମୟରେ ପତ୍ତନ ହୋଇପାରେ ଏବଂ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍‌ ଇସ୍ତଫା ଦେବାକୁ ବିଚାର ବି କରୁଛନ୍ତି।

କେବଳ ଏତିକି ନୁହେଁ, ବାଂଲାଦେଶର ସଙ୍କଟରୁ ଅନୁମାନ କରାଯାଇପାରେ ଯେ, ସେନା ମୁଖ୍ୟ ଜେନେରାଲ ଓ୍ବାକର-ଉଜ୍‌-ଜମାନ ୟୁନୁସଙ୍କୁ ସିଧାସଳଖ ଚେତାବନୀ ଦେଇଛନ୍ତି ବୋଲି ଜଣାପଡ଼ିଛି। ଏହି ଚେତାବନୀ ହେଉଛି ଡିସେମ୍ବର ସୁଦ୍ଧା ଜାତୀୟ ନିର୍ବାଚନ କରିବା। ଏହା ବ୍ୟତୀତ ସଂଖ୍ୟାଲଘୁଙ୍କ ବିରୋଧରେ ହିଂସା ସମେତ ଅନେକ ପ୍ରସଙ୍ଗରେ ୟୁନୁସଙ୍କୁ ଚାରିପାଖରୁ ଘେରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତକାରର ମାତ୍ର ୩ ମାସ ପରେ ଏସବୁ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri