ପାକିସ୍ତାନ ଜିନ୍ଦାବାଦ କହି ବନ୍ଧା ହେଲେ ୨ ଓଡ଼ିଆ ଯୁବକ

କଟକ,୨୫ା୫: ପାକିସ୍ତାନ ଜିନ୍ଦାବାଦ ନାରା ଦେଇ ଦୁଇ ଓଡ଼ିଆ ଯୁବକ ଗିରଫ ହୋଇଛନ୍ତି। ଏହି ଦୁଇ ଯୁବକ ହେଲେ କଟକ ଚାଉଳିଆଗଞ୍ଜ ପୋଲିସ ମହାନଦୀ ବିହାର ଅଞ୍ଚଳର ସୌରଭ ସାହୁ ଏବଂ ଗୌତମ କୁମାର ଲେଙ୍କ। ଏନେଇ ଏସିପି କୃଷ୍ଣଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଦୁଇ ଅଭିଯୁକ୍ତଙ୍କଠାରୁ ୨ଟି ମୋବାଇଲ ଜବତ ହୋଇଛି। ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri