ପୁରୀ ସମୁଦ୍ରରେ ବଡ଼ ଅଘଟଣ: ବୁଡ଼ିଗଲେ କ୍ରିକେଟ୍‌ର ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ, ଭାଉଜ

ପୁରୀ,୨୬।୫:ପୁରୀ ସମୁଦ୍ରରେ ବଡ଼ ଅଘଟଣ। ବୁଡିଗଲେ ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ। ପୁରୀ ବେଳାଭୂମିରେ ୱାଟର ସ୍ପୋର୍ଟସ ଆକ୍ଟିଭିଟି ବେଳେ ଏହି ଦୁର୍ଘଟଣା ଘଟିଛି। ସ୍ପିଡ୍‌ ବୋଟରେ ବୋଟିଂ କଲାବେଳେ ବୋଟ୍‌ ଓଲଟି ଦୁର୍ଘଟଣା ଘଟିଛି। ଉକ୍ତ ବୋଟରେ ଥିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସେହ୍ନାଶିଷ ଗାଙ୍ଗୁଲି, ଭାଉଜ ଅର୍ପିତା ଗାଙ୍ଗୁଲି । ତେବେ ବେଳାଭୂମିରେ ଉପସ୍ଥିତ ଥିବା ଲାଇଫଗାର୍ଡଙ୍କ ପାଇଁ ବଡ଼ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯାଇଥିଲେ ଗାଙ୍ଗୁଲିଙ୍କ ଭାଇ ଓ ଭାଉଜ ।

ସୂଚନା ଅନୁସାରେ ଶନିବାର ସନ୍ଧ୍ୟାରେ ସମୟରେ ପୁରୀ ଲାଇଟ ହାଉସ ନିକଟ ବେଳାଭୂମି ନିକଟରେ ଏହି ଅଭାବନୀୟ ଘଟଣା ଘଟିଥିଲା । ଏକ ସ୍ପିଡ ବୋଟରେ ପର୍ଯ୍ୟଟକଙ୍କୁ ବସାଇ ୱାଟର ସ୍ପୋର୍ଟସ ଆକ୍ଟିଭିଟି କରିବା ବେଳେ ସ୍ପିଡ ବୋଟ୍‌ଟି ହଠାତ୍‌ ଓଲଟି ପଡିଥିଲା । ବୋଟରେ ଥିବା ପର୍ଯ୍ୟଟକ ବୋଟ ତଳେ କିଛି ସମୟ ପାଇଁ ଚାପି ହୋଇ ରହିଯାଇଥିଲେ । ତେବେ ସେଠାରେ ଥିବା ଘରୋଇ ଲାଇଫ୍‌ଗାର୍ଡ ତୁରନ୍ତ ସମୁଦ୍ର ଭିତରକୁ ଯାଇ ବୋଟ ତଳେ ଫସି ରହିଥିବା ପର୍ଯ୍ୟଟକଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri