ରାସ୍ତା କାମ କରି ପାରିଶ୍ରମିକ ପାଇନାହାନ୍ତି ଶ୍ରମିକ: ବିଡ଼ିଓଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୨୬ା୫(ତୁମେଶ୍ବର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ପଞ୍ଚାୟତ ଅଧୀନ ତୁର୍ଲା ଗ୍ରାମର ହରିଜନ ପଡାରେ ରାସ୍ତାକାମ କରି ଆଜକୁ ଏକବର୍ଷରୁ ଊଦ୍ଧର୍‌ବ ହେଲାଣି ଶ୍ରମିକମାନେ ପାରିଶ୍ରମିକ ପାଇନାହାନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ତୁର୍ଲା ଗ୍ରାମର ସ୍କୁଲ ପଡ଼ାରେ ଦୁଇ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ କଂକ୍ରିଟ ରାସ୍ତା କାମ କରଯାଇଥିଲା। ତୁର୍ଲା ଗ୍ରାମର ଜନୈକ ଠିକାଦାରଙ୍କୁ ଏହି ଦାୟିତ୍ୱ ଦିଆଯାଇଥିଲା। କାମ ସାରିବା ପରେ ଠିକାଦାର ପାରିଶ୍ରମକ ଦେଇ ନ ଥିବା ନେଇ ଶ୍ରମିକମାନେ ବିଡ଼ିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ସତ୍ତ୍ୱେ ସୁଫଳ ମିଳି ନ ଥିବାରୁ ଶ୍ରମିକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୁଣି ରାସ୍ତାକାମ ଅତି ନିମ୍ନମାନର ନେଇ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri