ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପରିକି ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri