ଅଚାନକ ଆହାର କେନ୍ଦ୍ରରେ ପହଞ୍ଚିଲେ ଅଧିକାରୀ, ଆଉ ତା’ପରେ…

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ ପାର୍ଶ୍ୱରେ ଥିବା ଆହାର କେନ୍ଦ୍ର ଯାଞ୍ଚ କରିଛନ୍ତି ନବ ନିଯୁକ୍ତ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର।

ଶନିବାର ସେ ଅଚାନକ ଆହାର କେନ୍ଦ୍ରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ସାଧାରଣ ଲୋକମାନଙ୍କ ପାଇଁ ରନ୍ଧା ହୋଇଥିବା ଖାଦ୍ୟକୁ ସେ ପ୍ରଥମେ ଲୋକଙ୍କ ସହ ବସି ଖାଇବା ସହ ଖାଦ୍ୟର ଗୁଣାବତ୍ତା ପରଖିଥିଲେ।

ଏପରି କି ଖାଦ୍ୟର ଯାଞ୍ଚ କରିବା ପରେ ଆହାର କେନ୍ଦ୍ର ପରିଚାଳନା ପାଇଁ ନିୟୋଜିତ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସଦସ୍ୟଙ୍କୁ ଡାକି ଉନ୍ନତମାନର ଖାଦ୍ୟ ପ୍ରସ୍ତୁତ କରି ଲୋକଙ୍କୁ ଯୋଗାଇ ଦେବାକୁ କହିଥିଲେ। ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଚେତାବନୀ ଦେଇଥିଲେ। ଯାଞ୍ଚ ସମୟରେ ଏନ୍‌ଏସିର କର୍ମଚାରୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…

ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri