ଶେଖ୍‌ ହାସିନାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ, ଜାଣନ୍ତୁ କ’ଣ ଅଭିଯୋଗ ଆଣିଥିଲେ ୟୁନୁସ୍‌ ସରକାର…

ଢାକା,୧ା୬: ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ (ICT)ର ପ୍ରସିକ୍ୟୁସନ ଜୁଲାଇ ଗଣ ବିଦ୍ରୋହ ସମୟରେ ମାନବତା ବିରୋଧୀ ଅପରାଧ ପାଇଁ ପଦଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଆନୁଷ୍ଠାନିକ ଭାବରେ ଅଭିଯୁକ୍ତ କରିଛି। ପ୍ରସକ୍ୟୁସନ ରବିବାର ଚାର୍ଜଶିଟ୍‌ ଦାଖଲ କରିଛି।

ଏକ ରିପୋର୍ଟ ଅନୁଯାୟୀ, ପୂର୍ବତନ ଗୃହମନ୍ତ୍ରୀ ଅସଦୁଜ୍ଜମାନ ଖାନ କମଲ ଏବଂ ପୂର୍ବତନ ଆଇଜିପି ଚୌଧୁରୀ ମାମୁନଙ୍କୁ ମଧ୍ୟ ଏହି ମାମଲାରେ ସହ-ଅଭିଯୁକ୍ତ କରାଯାଇଛି। ଏହି ବିଚାର ବାଂଲାଦେଶ ଟେଲିଭିଜନରେ ସିଧା ପ୍ରସାରଣ କରାଯାଉଛି। ରବିବାର ଉପସ୍ଥାପିତ ଅଭିଯୋଗଗୁଡ଼ିକ ଜୁଲାଇ ଏବଂ ଅଗଷ୍ଟରେ ଦେଶବ୍ୟାପୀ ଘଟିଥିବା ଗଣହତ୍ୟାର ମୁଖ୍ୟ ଅଭିଯୁକ୍ତ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛି। ମାମଲା ଦାୟର ସମୟରେ ମୁଖ୍ୟ ପବ୍ଲିକ ପ୍ରସିକ୍ୟୁଟର୍‌ ମହମ୍ମଦ ତାଜୁଲ ଇସଲାମ ଏବଂ ଅନ୍ୟ ପବ୍ଲିକ ପ୍ରସିକ୍ୟୁଟର୍‌ ଉପସ୍ଥିତ ଥିଲେ। ପୂର୍ବରୁ ମେ’ ୧୨ରେ ତଦନ୍ତକାରୀମାନେ ଏକ ରିପୋର୍ଟ ଦାଖଲ କରିଥିଲେ ଯେ, ହତ୍ୟାକାଣ୍ଡ ଶେଖ୍‌ ହାସିନାଙ୍କ ନିର୍ଦ୍ଦେଶରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri