Posted inଜାତୀୟ

ଏନ୍‌ଇଇଟି-ପିଜି ସ୍ଥଗିତ: ଖୁବ୍‌ ଶୀଘ୍ର ଘୋଷଣା ହେବ ସାନି ତାରିଖ

ନୂଆଦିଲ୍ଲୀ,୩ା୬: ଚଳିତ ବର୍ଷର ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା-ସ୍ନାତକୋତ୍ତର (ଏନ୍‌ଇଇଟି-ପିଜି)କୁ ସ୍ଥଗିତ ରଖାଯାଇଥିବା ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ଘୋଷଣା କରିଛି। ୨ଟି ଶିଫ୍ଟ ବଦଳରେ ଗୋଟିଏ ଶିଫ୍ଟରେ ଏନ୍‌ଇଇଟି-ପିଜି ପରୀକ୍ଷା କରାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଏନ୍‌ବିଇଏମ୍‌ଏସ୍‌ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ପରୀକ୍ଷା ଗୋଟିଏ ଶିଫ୍ଟରେ ହେବ। ଏଥିପାଇଁ ଅଧିକ ପରୀକ୍ଷା କେନ୍ଦ୍ର ବ୍ୟବସ୍ଥା କରିବାକୁ ଥିବାରୁ ଏନ୍‌ଇଇଟି-ପିଜି ପାଇଁ ସାନି ତାରିଖ ଖୁବ୍‌ ଶୀଘ୍ର ଘୋଷଣା ହେବ ବୋଲି କୁହାଯାଇଛି।

ଦେଶର ଡାକ୍ତରୀ ସ୍ନାତକ ଛାତ୍ରୀଛାତ୍ରଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଏହି ପରୀକ୍ଷା ଦେବାକୁ ପଡ଼ିଥାଏ। ଏମ୍‌ଡି, ଏମ୍‌ଏସ୍‌ ଏବଂ ପିଜି ଡିପ୍ଲୋମା ପାଠ୍ୟକ୍ରମ ଲାଗି ଏନ୍‌ଇଇଟି-ପିଜି ପ୍ରବେଶିକା ପରୀକ୍ଷା। ଚଳିତ ବର୍ଷ ଏହି ପରୀକ୍ଷା ଜୁନ୍‌ ୧୫ରେ ୨ଟି ଶିଫ୍ଟରେ କରିବା ପାଇଁ ପୂର୍ବରୁ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଥିବା ବେଳେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଏହାକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri