ବ୍ରାଉନସୁଗାର ଡିଲ୍‌ବେଳେ ଦମ୍ପତିଙ୍କୁ ମାଡିବସିଲା ଅବକାରୀ ବିଭାଗ: ୧୪୫ ଗ୍ରାମ ଧଳା ଜହର ଜବତ

ଭୋଗରାଇ,୩l୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜଳେଶ୍ୱର- ଚନ୍ଦନେଶ୍ୱର ୫୭ ନଂ ଜାତୀୟ ରାଜପଥ ଜଗନ୍ନାଥପୁର ଛକଠାରେ ବ୍ରାଉନସୁଗାର ବିକ୍ରି ଡିଲ ବେଳେ ଗୋପନୀୟ ସୂତ୍ରରୁ ଖବରପାଇ ବାଲେଶ୍ୱର ଅବକାରୀ ମୋବାଇଲଟିମ ଓ ଭୋଗରାଇ ଅବକାରୀ ବିଭାଗ ମିଳିତ ଭାବେ ଆକସ୍ମିକ ଚଢ଼ାଉକରି ଏକ ଦମ୍ପତି କୁ ଗିରଫ କରିବା ସହିତ ସେମାନଙ୍କ ଠାରୁ ୧୪୫ ଗ୍ରାମ ଓଜନର ଧଳା ଜହର ଜବତ କରିଛନ୍ତି l ଏହି ଧଳା ଜହରଙ୍‌ର ଆନୁମାନିକ ମୂଲ୍ୟ ୧୫ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛନ୍ତି। ଗିରଫ ହୋଇଥିବା ଦମ୍ପତି ହେଲେ ଜଗନ୍ନାଥପୁର ଗ୍ରାମର ରାଜୀବ ସାମଲ (୨୪) ଓ ତାଙ୍କ ସ୍ତ୍ରୀ ଜ୍ୟୋତିରାଣୀ ଭୂୟାଁ (୨୦)। ଏମାନଙ୍କ ବିରୋଧରେ ଅବକାରୀ ଥାନାରେ ମାମଲା ଋ଼ଜୁ କରାଯାଇ ପ୍ରାଥମିକ ତଦନ୍ତ ଜାରି ରହିଛି l ସୂଚନାନୁଯାୟୀ, ଗତବର୍ଷ ୨୩ l୧୨ରେ କମର୍ଦ୍ଦା ବଜାରରେ ଏମାନେ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଅବକାରୀ ବିଭାଗ ଓ ପୋଲିସ ସହିତ ସଂଘର୍ଷ କରି ଗିରଫ ହୋଇ ଜାମିନରେ ଆସିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri