Posted inଖେଳ

IPL 2025 Final: ପଞ୍ଜାବ ଜିତିଲା ଟସ୍‌, RCB କରିବ ବ୍ୟାଟିଂ; ଜାଣନ୍ତୁ କେଉଁ ଦଳରୁ କିଏ?

ଅହମ୍ମଦାବାଦ,୩।୬: ଆଇପିଏଲ୍‌ ୨୦୨୫ର ଫାଇନାଲ ମୁକାବିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମଙ୍ଗଳବାର ଖେଳାଯାଉଛି। ଏଥିରେ ପଞ୍ଜାବ ଟିମ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଅର୍ଥାତ ବାଙ୍ଗାଲୋର ଟିମ୍‌ ପ୍ରଥମେ ବ୍ୟାଟିଂ କରିବ। ମ୍ୟାଚ୍‌ ଲାଗି ପଞ୍ଜାବ ଟିମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ। ତେବେ କ୍ୱାଲିଫାୟାର ମୁକାବିଲାରେ ପଞ୍ଜାବ ଏହି ମଇଦାନରେ ପ୍ରଥମେ ଟସ୍‌ ଜିତି ବୋଲିଂ କରିଥିଲା।

RCB ବନାମ PBKS:
RCB: ରଜତ ପାଟିଦାର (ଅଧିନାୟକ), ବିରାଟ କୋହଲି, ଫିଲ ସଲ୍ଟ, ମୟଙ୍କ ଅଗ୍ରୱାଲ, ଲିଆମ ଲିଭିଙ୍ଗଷ୍ଟୋନ, ଜିତେଶ ଶର୍ମା, ରୋମାରିଓ ଶେଫର୍ଡ, କୃଣାଳ ପାଣ୍ଡ୍ୟା, ଭୁବନେଶ୍ୱର କୁମାର, ଜୋଶ ହାଜଲେଉଡ ଏବଂ ୟଶ ଦିନଲ।

PBKS: ଶ୍ରେୟସ ଆୟର (ଅଧିନାୟକ), ପ୍ରିୟଙ୍କା ଆର୍ଯ୍ୟ, ଜୋସ ଇଂଲିସ, ନେହଲ ଭାଡେରା, ଶଶାଙ୍କ ସିଂ, ମାର୍କସ ଷ୍ଟୋଇନିସ, ବିଜୟକୁମାର ବୈଶାକ, ଅଜମୁତୁଲ୍ଲା ଓମାରଜାଇ, କାଇଲି ଜାମିସନ, ଅର୍ଶଦୀପ ସିଂହ ଏବଂ ୟୁଜଭେନ୍ଦ୍ର ଚହଲ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri