ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର

ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନ ଥିବା ଯୋଗୁ ମୁଖ୍ୟ କୋଠା ଉଚ୍ଛେଦ କାର୍ଯ୍ୟ କରାଯାଇପାରୁନାହିଁ। ସେ ଭିତରେ ମଉନ ବ୍ରତରେ ବସିଥିବା ଚର୍ଚ୍ଚା ହେଉଛି। ତେବେ ମହନ୍ତଙ୍କ ରହିବା ଲାଗି ପ୍ରଶାସନ ପକ୍ଷରୁ ୩୫ ଫୁଟ ଲମ୍ବ ୧୦ ଫୁଟ ଚଉଡ଼ାର ଏକ ବଡ଼ କଣ୍ଟେନର ଅଣାଯାଇଛି। କିନ୍ତୁ ଉକ୍ତ କଣ୍ଟେନରରେ ରହିବା ଲାଗି ମହନ୍ତ ଅମଙ୍ଗ ହେଉଥିବା ସୂଚନା ମିଳିଛି। ମଠ ଭିତରକୁ ପୋଲିସ କାହାରିକୁ ଛାଡ଼ି ଦେଉ ନ ଥିବା ବେଳେ ମହନ୍ତ ମଧ୍ୟ ଗଣମାଧ୍ୟମଠାରୁ ଦୂରେଇ ରହିଛନ୍ତି। ତେବେ ପ୍ରଶାସନ ମହନ୍ତଙ୍କୁ ବୁଝାସୁଝା କରୁଥିବା ଜଣାପଡ଼ିଛି। ଗୁରୁବାର ମଠର କୋଠିଘର ଭଙ୍ଗା ଯାଇଥିବା ବେଳେ ଶୁକ୍ରବାର ରଘୁନନ୍ଦନ ଲାଇବ୍ରେରୀ, ଦୋକାନ ଘର ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri