୧୦ ଲକ୍ଷ ବ୍ୟୟ ଅଟକଳରେ ଶିଶୁ ଉଦ୍ୟାନର ଭୂମିପୂଜନ

କେସିଙ୍ଗା,୪ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପରଲସିଙ୍ଗା ଗ୍ରାମପଞ୍ଚାୟର ପଥର୍ଲା ଗ୍ରାମସ୍ଥିତ ଶ୍ରୀ ଶ୍ରୀ ବିଶ୍ୱନାଥ ଶୈବପୀଠ ପରିସରରେ ମନରେଗା ଯୋଜନାରୁ ୧୦ଲକ୍ଷ ବ୍ୟୟ ଅଟକଳରେ ଶିଶୁ ଉଦ୍ୟାନ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଦ୍ୱାରା ଭୂମି ପୂଜନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମନ୍ଦିରର ପୂଜାରୀଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇ ଥିଲା। ଅତିଥିମାନଙ୍କୁ ସ୍ବାଗତ କରାଯାଇ ଉପେଔକନ ଦେଇ ମନ୍ଦିର କମିଟି ପକ୍ଷରୁ ପ୍ରଦାନ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜନ୍ମେଜୟ ସ୍ବାଇଁ ଶ୍ରୀଫଳ ଭାଙ୍ଗି ଭୂମିପୂଜନ କରିଥିଲେ। ଏହି ଶିଶୁ ଉଦ୍ୟାନଟିର କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଶୈବ ମନ୍ଦିର ପରିବେଶ ସୁନ୍ଦର ହେବା ସହ ଶିଶୁମାନଙ୍କ ସ୍ବାସ୍ଥ୍ୟଗତ, ମାନସିକ, ବୌଦ୍ଧିକ ଆଦି ପ୍ରଗତି ହେବ ବୋଲି ବିଡିଓ ପ୍ରକାଶ କରିଥିଲେ। ଆଇପିଓ ସନ୍ତୋଷ କୁମାର ପଣ୍ଡା, ମନେରେଗା ଆସିଷ୍ଟାଣ୍ଡ ବିରଞ୍ଚି ଗହୀର, କନିଷ୍ଠ ଯନ୍ତ୍ରୀ ଜୟା ଶ୍ରୀ ସନ୍ଧ୍ୟା ପର ଲସିଙ୍ଗା ପଞ୍ଚାୟତ ସରପଞ୍ଚ କୃତାଞ୍ଜଳ ଗଉଡ଼, ନାଏବ ସରପଞ୍ଚ ଗୀତାଞ୍ଜଳି ସାହୁ, ନିର୍ବାହୀ ଅଧିକାରୀ ଝସକେତନ ସାହୁ, ଜିଆର୍‌ଏସ୍‌ ଦୋଳି ଭୋଇ, ବିଏଫ୍‌ଟି ହୀମାଞ୍ଚଳ ନାଏକ, ମେଟ ବନ ବିହାରୀ ସାହୁ, ଓ୍ବାର୍ଡ ସଭ୍ୟ ଉତ୍ତର ମାଝୀ, ସଭ୍ୟା ପୂର୍ଣ୍ଣମୀ ସାହୁଙ୍କ ସମେତ ପଥର୍ଲା ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଭୂମିପୂଜନରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ...

୨ ବିଦ୍ୟାଳୟରୁ ଲୁଟି ନେଲେ ସୋଲାର ଲାଇଟ୍‌

ପଲମ,୪ା୧୨(ଭିକାରି ଗଉଡ଼): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଗାଡ଼େବନ୍ଦ ପଞ୍ଚାୟତର ଗୁଣପୁର ପ୍ରାଥମିକ ବିଦ୍ୟାଳୟ ଓ ରାଣିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସୋଲାର...

୫ ଦିନରେ ୨ ଚାଷୀଙ୍କ ଧାନ କ୍ରୟ

ଭବାନୀପାଟଣା,୪।୧୨(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାରେ ଗତ ନଭେମ୍ବର ୨୯ରୁ ଚଳିତ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ପ୍ରଥମ କରି ଗୋଲାମୁଣ୍ଡା ବ୍ଲକ...

ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…

ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri