ମୃତ୍ୟୁ ପରେ ବି ଅମର ହୋଇଗଲେ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ତ୍ରୀ ଚାରୁଶୀଳା, ଚକ୍ଷୁଦାନ କରି…

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋର୍‌ରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇ ଆତ୍ମୀୟ ସ୍ବଜନଙ୍କ ସମେତ ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସ୍ବର୍ଗତା ଆଚାର୍ଯ୍ୟ ଧର୍ମପରାୟଣ ଜଣେ ମହିଳା ଥିଲେ। ସେ ତାଙ୍କ ଚକ୍ଷୁଦାନ ମଧ୍ୟ କରିଛନ୍ତି। ଡାକ୍ତରୀ ଦଳ ପହଞ୍ଚି ତାଙ୍କ ପାର୍ଥିବ ଶରୀରରୁ ଚକ୍ଷୁ ସଂଗ୍ରହ କରିଥିଲେ। ଅପରାହ୍ନ ୩ଟାରେ ସ୍ଥାନୀୟ ଜୀରାନଦୀ କୂଳ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri