ବଡ଼ କାର୍ଯ୍ୟାନୁଷ୍ଠାନ: କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଡେପୁଟି କଲେକ୍ଟର ଚିତ୍ତ ରଞ୍ଜନ ପିଲ୍ଲାଙ୍କୁ ଶୁକ୍ରବାର ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁପାରିଶ କ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଗତ ୨୦୨୦ରୁ ୨୦୨୨ ମଧ୍ୟରେ ଭୁବନେଶ୍ୱରରେ ସେ ଅତିରିକ୍ତ ତହସିଲଦାର ଥିବା ସମୟରେ ବଡ଼ ଧରଣର ହେରଫେର କରିଥିଲେ। ସରକାରୀ ଜମିକୁ ମ୍ୟୁଟେସନ, ଲିଜ ଜମିକୁ କିସମ ପରିବର୍ତ୍ତନ, ରିଜେକ୍ଟ କେସକୁ ରିଓପନ କରି ମ୍ୟୁଟେସନ କରିଥିବା ନେଇଁ ଚିତ୍ତରଞ୍ଜନଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏପରିକି ଜମି ହେରଫେର ନେଇ EOWରେ ମାମଲା ରହିଛି। ଏନେଇ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିଛନ୍ତି। ଭବାନୀପାଟଣା ଜିଲାପାଳଙ୍କ ଅଫିସର ଗ୍ରିଭାନ୍‌ସ ସେଲରେ ବର୍ତ୍ତମାନ ସେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri