ରଥଯାତ୍ରା ପରେ ୨୮ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି ଆରମ୍ଭ

ପୁରୀ,୧୧।୬: ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ରଥଯାତ୍ରା ପରଦିନ ଅର୍ଥାତ୍‌ ୨୮ ତାରିଖରୁ ପୁଣି ଆରମ୍ଭ ହେବ। ଏହି ସୂଚନା ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ପ୍ରକାଶ କରିଛନ୍ତି। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟ ପ୍ରଶାସକ କହିଛନ୍ତି, “ମରାମତି କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ, ତାହା ଏବେ ନିଶ୍ଚିତ ଭାବେ କହିବା ସମ୍ଭବ ନୁହେଁ।” ଏହି ମରାମତି କାର୍ଯ୍ୟ ଶ୍ରୀମନ୍ଦିରର ପବିତ୍ରତା ଓ ଐତିହ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri