୧୯ରେ ମହାକାଶକୁ ଯିବ ଆକ୍ସିଅମ୍‌-୪ ମିଶନ

ନୂଆଦିଲ୍ଲୀ,୧୪ା୬: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଓ ଅନ୍ୟ ୩ ଜଣ ଆସନ୍ତା ୧୯ ତାରିଖରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌) ଯିବା ଆଶା କରାଯାଉଛି। ସେମାନଙ୍କୁ ନେଇ ମହାକାଶ ଯିବାକୁ ଥିବା ଫାଲ୍‌କନ୍‌-୯ ରକେଟରେ ତରଳ ଅକ୍ସିଜେନ୍‌ ଲିକ୍‌ କାରଣରୁ ଏହାର ଲଞ୍ଚତ୍ଂକୁ ଗତ ୮, ୧୦ ଏବଂ ୧୧ ତାରିଖରେ ସ୍ଥଗିତ ରଖାଯାଇଥିଲା। ସ୍ପେସ୍‌ଏକ୍ସ ଉକ୍ତ ସମସ୍ୟାର ସମାଧାନ କରିଥିବା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଶନିବାର ଘୋଷଣା କରିଛି।

ନାସାର ଫ୍ଲୋରିଡାସ୍ଥିତ କେନେଡି ସ୍ପେସ୍‌ ସେଣ୍ଟରରୁ ଗତ ୧୧ ତାରିଖରେ ଆକ୍ସିଅମ୍‌ ସ୍ପେସ୍‌ ମିଶନ୍‌ ଉତ୍‌କ୍ଷେପଣ ହେବାକୁ ଥିବାବେଳେ ଫାଲ୍‌କନ-୯ ରକେଟରେ ଇନ୍ଧନ ଲିକ୍‌ ଏବଂ ଆଇଏସ୍‌ଏସ୍‌ର ରୁଷିଆ ସେକ୍ସନରେ ଲିକ୍‌ ଯୋଗୁ ଏହାକୁ ବିଳମ୍ବିତ କରାଯାଇଥିଲା। ଏବେ ଆକ୍ସିଅମ୍‌ ସ୍ପେସ୍‌ ୧୯ ତାରିଖରେ ଲଞ୍ଚ୍‌ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ଇସ୍ରୋ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri