ରଜରେ ରକ୍ତର ଛିଟା: ହତ୍ୟାକଲେ ପୋଖରୀରେ ଫିଙ୍ଗିଦେଲେ, ଛଅ ଜଣଙ୍କୁ…

ପାଟଣା,୧୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମ ମୁଣ୍ଡାସାହି ପୋଖରୀରୁ ରବିବାର ସକାଳୁ ଜଣେ ୫୦ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ମିଳିଛି। ତାଙ୍କୁ ପୋଖରୀ ପାଖରେ ମଦ ବିକ୍ରି କରୁଥିବା ଏକ ପରିବାର ଲୋକେ ସଂଘବଦ୍ଧ ଭାବେ ହତ୍ୟା କରି ପୋଖରିରେ ଫିଙ୍ଗି ଦେଇଥିବା ଚର୍ଚ୍ଚା ହେଉଛି। ମୃତକ ଜଣକ ହେଉଛନ୍ତି ପାଟଣାବ୍ଲକ କଣ୍ଟିଆପଡ଼ା ବେହେରା ସାହିର ମିତ୍ର ବେହେରାଙ୍କ ପୁଅ ରୟା। ରୟା କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଡ୍ରେସର ଭାବେ କାର୍ଯ୍ୟ କରୁଥିଲେ। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।
ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ପୋଲିସ ଘଟଣା ଘଟିଥିବା ପାଖ ଘରର ପ୍ରଥମେ ୨ଜଣ ଲୋକଙ୍କୁ ନେଉଥିବା ବେଳେ ଉତ୍ୟକ୍ତ ଲୋକ ତାଙ୍କୁ ମାଡ଼ ମାରିବା ସହ ଘୋଷାଡି ଥିଲେ। ପରେ ୪ଜଣ ଙ୍କୁ ପୋଲିସ ଉଠାଇ ନେଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ଏନେଇ ତୁରୁମୁଙ୍ଗା ଥାନା ଅଧିକାରୀ ଦିପ୍ତିରରଂଜନ ସାହୁଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଚାଲିଛି। ୬ଜଣ ବ୍ୟକ୍ତିଙ୍କୁ ପୋଲିସ ଥାନାକୁ ଆଣି ପଚରା ଉଚରା କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri