୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ…

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି l ଚଳିତ ରଜ ପର୍ବକୁ ଦୃଷ୍ଟିରେ ରଖି ସରପଞ୍ଚଙ୍କ ଆଗୁଆ ପଦକ୍ଷେପକୁ ପ୍ରଶଂସା କରିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ବୃଦ୍ଧାବୃଦ୍ଧ ଭତ୍ତା ଟଙ୍କା ନେଲା ବେଳେ ଖୁସି ବ୍ୟକ୍ତ କରୁଥିବା ବେଳେ ୩୫୦୦ ଟଙ୍କା ପାଇବା ପରେ ରାଜିଆମ୍ମାଙ୍କ ଖୁସି କହିଲେ ନସରେ l ଏଥିସହ ଆସନ୍ତା ୧୮ ରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତରେ ୧୫ ଜଣ ନୂଆ ଭତ୍ତା ପାଇବେ ବୋଲି ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri