Posted inଜାତୀୟ

ବ୍ରିଜ୍‌ ଭୁଶୁଡ଼ି ୨ ମୃତ, ଅନେକେ ନିଖୋଜ

ପୁଣେ,୧୫ା୬: ମହରାଷ୍ଟ୍ରର ପୁଣେରେ ପ୍ରବଳ ବର୍ଷା ଯୋଗୁ ରବିବାର ଏକ ବ୍ରିଜ୍‌ ଭୁଶୁଡ଼ିଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟ କେତେଜଣ ନିଖୋଜ ଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ ଓ ପୋଲିସ ନିୟୋଜିତ ହୋଇଛନ୍ତି। ୬ ଜଣଙ୍କୁ ଉଦ୍ଧାର କରାଯାଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଉଦ୍ଧାର କାର୍ଯ୍ୟର ତଦାରଖ କରୁଛନ୍ତି।

ଇନ୍ଦ୍ରାଣୀ ନଦୀ ଉପରେ ଥିବା ଏହି ଜୀର୍ଣ୍ଣଶୀର୍ଣ୍ଣ ବ୍ରିଜ୍‌ରେ ବହୁସଂଖ୍ୟାକ ଲୋକ ରୁଣ୍ଡ ହୋଇ ବଢ଼ିପାଣି ଦେଖୁଥିବା ବେଳେ ଏହା ଭୁଶୁଡ଼ି ପଡ଼ିବାରୁ କେତେଜଣ ପ୍ରଖର ସୁଅରେ ଭାସିଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri