ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ ଲାଗିଥିବା ଯୁଦ୍ଧର ପ୍ରଭାବ ଏବେ ସିଧାସଳଖ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି। ଏହି ସମୟରେ, ଇରାନର ସର୍ବୋଚ୍ଚ ନେତା…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ପ୍ରାୟ ୧୦ ଦୋକାନ ଜଳିଯାଇଥିବା ବେଳେ…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ ୭ ଟା ଏବଂ ସା ୮…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମାରକାନୀ ଗ୍ରାମରେ ଏହି…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ ଖେଳିଥିବା ୱେଷ୍ଟଇଣ୍ଡିଜ ଅଲରାଉଣ୍ଡର ଜାଭନ ସିଅର୍ଲସଙ୍କ…

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ରଣନୀତିକୁ ସମର୍ଥନ କରି ଟ୍ରମ୍ପ ଏବେ ପଶ୍ଚାତାପ କରୁଥିବା ପରି ମନେହେଉଛି। ବିଶେଷଜ୍ଞଙ୍କ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି। ରଶ୍ମିକାଙ୍କ ମା’ ସୁମନ ମନ୍ଦାନାଙ୍କର ଏକ ପୁରୁଣା ଅଡିଓ କ୍ଲିପ୍ ସୋସିଆଲ ମିଡିଆରେ…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ କମ୍ ନୁହେଁ। ମାତ୍ର ୪ ମାସର ଏକ କୁନି ପକ୍ଷୀ ‘B6’, ଯିଏ…

ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୧୨ା୩: ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି, ଏହି ୯ ହଜାରଙ୍କ ମଧ୍ୟରେ ଛାତ୍ର, ବ୍ୟବସାୟୀ, କର୍ମଜୀବୀ ଏବଂ ତୀର୍ଥଯାତ୍ରୀ ଫସି…

ବିଶ୍ଵର ସ୍ମାର୍ଟଫୋନ୍ ହବ୍ ପାଲଟିବ ଭାରତ: ନୂଆ ସବସିଡି ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୨ା୩: ଭାରତକୁ ବିଶ୍ଵର ସ୍ମାର୍ଟଫୋନ୍ ହବ୍ କରିବା ଦିଗରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆପଲ୍ ଏବଂ ସାମସଙ୍ଗ ଭଳି ବୃହତ ସ୍ମାର୍ଟଫୋନ୍ ନିର୍ମାତା କମ୍ପାନୀଗୁଡ଼ିକ ପାଇଁ ଏକ ନୂଆ ସବସିଡି ଯୋଜନା ପ୍ରସ୍ତୁତ ହେଉଛି। ଏହି…

ଡଲାର ତୁଳନାରେ ଟଙ୍କାର ବଡ଼ ବିପର୍ଯ୍ୟୟ: ରେକର୍ଡ ୯୨.୩୬ ସ୍ତରରେ ପହଞ୍ଚିଲା

ମୁମ୍ବାଇ,୧୨ା୩: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଗୁରୁବାର କାରବାର ସମୟରେ ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର ୯୨.୩୬ କୁ ଖସି ଆସିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ…

ଆରାବଳୀ ପର୍ବତମାଳାରେ ବର୍ଷକୁ ୧୩.୮% ମୃତ୍ତିକା କ୍ଷୟ, ବନୀକରଣ ବୃଦ୍ଧି ପାଇଥିଲେ ବି…

ନୂଆଦିଲ୍ଲୀ,୧୨ା୩ (ପି.ଟି.): ଆରାବଳୀ ପର୍ବତମାଳାର ପରିବେଶ କ୍ଷୟକ୍ଷତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ବୁଧବାର ସାମ୍ନାକୁ ଆସିଛି। ୨୦୧୭ରୁ ୨୦୨୪ ମଧ୍ୟରେ ଆରାବଳୀ ଅଞ୍ଚଳରେ ବାର୍ଷିକ ହାରାହାରି ମୃତ୍ତିକା କ୍ଷୟ ୧୩.୮% ବୃଦ୍ଧି ପାଇଛି। ଏହା ବର୍ଷକୁ ୧.୫୯ ଟନ୍‌ ହେକ୍ଟରରୁ…

IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…

ଭାରତ ପଠାଇବ ଯୁଦ୍ଧ ଜାହାଜ? PMO ରେ ବଡ଼ ହଲଚଲ, ମୋଦି ଦେବେ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୨।୩: ଇରାନ-ଆମେରିକା ଯୁଦ୍ଧର ପ୍ରଭାବ ଏବେ ସାରା ବିଶ୍ୱରେ ସାମୁଦ୍ରିକ ବାଣିଜ୍ୟ ଉପରେ ପଡ଼ିଛି। ହରମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଲଗାତାର ଆକ୍ରମଣ ହେଉଛି, ଯାହା ତେଲ ଏବଂ ଗ୍ୟାସ ବାଣିଜ୍ୟକୁ ବାଧା ସୃଷ୍ଟି କରୁଛି। ଭାରତ ସରକାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri