ପ୍ରାଣୀମିତ୍ରଙ୍କ କ୍ଷେତ୍ର ପରିଦର୍ଶନ, ବିଭିନ୍ନ ପ୍ରତିଷ୍ଠାନ ବୁଲି ଦେଉଛନ୍ତି ପରାମର୍ଶ

ଭଞ୍ଜନଗର,୨୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପ୍ରାଣୀ ସମ୍ପଦ ବିକାଶ ବିଭାଗ କର୍ମଚାରୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ସମ୍ପ୍ରସାରଣ ତାଲିମ କେନ୍ଦ୍ରରେ ଗତ ୧୦ ତାରିଖଠାରୁ ୧୭ ଦିନିଆ ପ୍ରାଣୀମିତ୍ର ତାଲିମ ଶିବିର ଚାଲିଛି। ଶିବିରରେ ଚିକିଟି, ବେଗୁନିଆପଡ଼ା, ଛତ୍ରପୁର ବ୍ଲକର ମହିଳା ପ୍ରାଣୀ ମିତ୍ରମାନେ ଯୋଗଦେଇ ତାଲିମ ନେଉଛନ୍ତି। ଏହା ଆସନ୍ତା ୨୬ ତାରିଖରେ ଉଦ୍‌ଯାପିତ ହେବ। ଏହି ଅବସରରେ ପ୍ରାଣୀମିତ୍ରମାନେ ସାଦେରା, ଆସିକା ସମେତ ବିଭିନ୍ନ ଅଞ୍ଚଳ କ୍ଷେତ୍ର ପରିଦର୍ଶନ କରି ଜ୍ଞାନ ଆହରଣ କରିଥିଲେ। ତାଲିମ ସମୟରେ ସେମାନଙ୍କୁ ପଶୁପାଳନରେ ସମ୍ପ୍ରସାରଣ ଶିକ୍ଷା,ଗୃହ ପାଳିତ ପ୍ରାଣୀଙ୍କ ଆଶୁ ଚିକିତ୍ସାଠାରୁ ଆରମ୍ଭ କରି ଟିକାକରଣ, ଗୋ’ ମଇଁଷାଦି ଯତ୍ନ, ଖାଦ୍ୟ ପରିଚାଳନା, ସବୁଜ ଘାସ ପରିଚାଳନା, କ୍ଷୀର ମାପିବା, ସଂକ୍ରାମକ ରୋଗ ନିୟନ୍ତ୍ରଣ, ମହୁ ଚାଷ ଉପରେ ତାଲିମ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri