ସୁବର୍ଣ୍ଣରେଖା ବନ୍ୟାରେ ଭାସିଗଲେ ଯୁବକ, ନଦୀରେ ଚାଲିଛି….                       

ଭୋଗରାଇ, ୨୧।୬ ( ପ୍ରଦୀପ ଦାସ ) ସୁବର୍ଣ୍ଣରେଖା ବନ୍ୟାରେ ଜଣେ ଯୁବକ ଭାସିଯାଇ ନିଖୋଜ ଥିବାର ସୂଚନା ମିଳିଛି । ଅଗ୍ନିଶମ ବିଭାଗ ଯୁବକକୁ ଠାବ କରିବା ନିମନ୍ତେ ନଦୀରେ ତଲାସୀ ଜାରି ରଖିଛନ୍ତି । ନଦୀସ୍ରୋତରେ ଭାସିଯାଇଥିବା ଯୁବକ ହେଲେ  ଭୋଗରାଇ ବ୍ଲକ କୁହ୍ଲା ଗ୍ରାମର ନବକୃଷ୍ଣ ପିଳା( ୨ ୨)
ସୂଚନାନୁଯାୟୀ, ସୁବର୍ଣ୍ଣରେଖାର ଉପରମୁଣ୍ଡାରେ ଭୀଷଣ ବର୍ଷା ହେବାରୁ ତଳ ମୁଣ୍ଡାରେ  ବନ୍ୟା ଦେଖାଦେଇଛି। ଝାଡ଼ଖଣ୍ଡ ଗାଲୁଡ଼ିହିରୁ ଉଦବୃତ୍ତ ବର୍ଷାପାଣି ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ ଉତ୍ତର ବାଲେଶ୍ୱର ଜଳେଶ୍ୱର, ବସ୍ତା, ବାଲିଆପାଳ ଓ ଭୋଗରାଇ ବ୍ଲକରେ ବନ୍ୟାସ୍ଥିତି ଗମ୍ଭୀର ହୋଇଛି । ଏଭଳି ସ୍ଥିତିରେ ୩ ନିର୍ବାଚନ ମଣ୍ଡଳୀର ବିଧାୟିକା ଓ ବିଧାୟକ ସହିତ ବିଭାଗ ଓ ପ୍ରଶାସନ ବନ୍ୟାପ୍ଲାବିତ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଖବର ଲେଖାକୁ ସୁବର୍ଣ୍ଣରେଖା ରାଜଘାଟଠାରେ ବନ୍ୟଜଳ ହ୍ରାସ ପାଉଥିବାବେଳେ ଭୋବରାଇ ଓ ବାଲିଆପାଳ ନଦୀକୂଳିଆ ଗାଁ ରେ ପାଣି ବଢୁଛି।

Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri