ଏଣିକି ସ୍କୁଲ ପାଠ୍ୟକ୍ରମରେ ରହିବ ଯୋଗ: କେବେଠୁ…

ଭୁବନେଶ୍ୱର,୨୨।୬ (ସୁନିତ୍‌ ମିଶ୍ର): ପିଲାଙ୍କ ଶାରୀରିକ, ମାନସିକ ଓ ଆବେଗିକ ସୁସ୍ଥତା ପାଇଁ ସ୍କୁଲ ପାଠ୍ୟକ୍ରମ ଏବଂ ଜନସ୍ବାସ୍ଥ୍ୟ କାର୍ଯ୍ୟକ୍ରମଗୁଡ଼ିକରେ ଯୋଗକୁ ସାମିଲ କରାଯିବ। ଏହା ଏକ ସୁସ୍ଥ, ଆତ୍ମନିର୍ଭରଶୀଳ ଓ ସମର୍ଥ ଭାରତ ଗଢ଼ି ତୋଳିବାରେ ସହାୟକ ହେବ। ଏଥିସକାଶେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି ବୋଲି ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଆମେ ଯୋଗକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରାଉଛୁ। ସ୍କୁଲ, କଲେଜ, ହଷ୍ଟେଲ, ସ୍ପୋର୍ଟିଂ ସେଣ୍ଟର ଆଦିରେ ସଚେତନତା ଅଭିଯାନର ଆୟୋଜନ କରାଯାଉଛି। ତେଣୁ ସ୍କୁଲ ପାଠ୍ୟକ୍ରମ ଓ ଜନସ୍ବାସ୍ଥ୍ୟ କାର୍ଯ୍ୟକ୍ରମରେ ଏହାକୁ ସାମିଲ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri